ରେଡିଓ ଅମୃତବାଣୀ ଆପ୍ ବ୍ରହ୍ମାକୁମାରୀ ଓଡ଼ିଶା ସେବାକେନ୍ଦ୍ର ସମୂହ ଦ୍ବାରା ଓଡ଼ିଶାବାସୀଙ୍କର ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ତିଆରି କରାଯାଇଛି। ଏହି ଆପ୍ ର ଶ୍ରୋତା ପ୍ରତିଦିନ ସହଜ ରାଜଯୋଗ ଧ୍ୟାନ ଶିକ୍ଷା, ଆଧ୍ୟାତ୍ମିକ ପ୍ରବଚନ, ମୂଲ୍ୟବୋଧ ଟକ୍ ଶୋ, ପ୍ରଶ୍ନୋତ୍ତର ଏବଂ ସୁନ୍ଦର ସକାରାତ୍ମକ ଗୀତ କାର୍ଯକ୍ରମ ଶୁଣି ନିଜ ଜୀବନକୁ ଆଧ୍ୟାତ୍ମିକ ମୂଲ୍ୟବୋଧ ରେ ଭରପୁର କରି ପାରିବେ।। ଶ୍ରୋତାବନ୍ଧୁ ମାନେ ଅମୃତବାଣୀ ରେଡିଓ କାର୍ଯକ୍ରମରେ ଭାଗ ନେବା ପାଇଁ ଅମୃତବାଣୀର ହ୍ଵାଟସଆପ୍ ନମ୍ବର 9414152625 ରେ ସମ୍ପର୍କ କରି ନିଜ ରେକର୍ଡିଂ ପଠେଇ ପାରିବେ।।
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବ ବିଦ୍ୟାଳୟ ମହିଳାମାନଙ୍କ ନେତୃତ୍ବ ରେ ସଂଚାଳିତ ଏକ ଅନ୍ତରାଷ୍ଟ୍ରୀୟ ମୂଲ୍ୟବୋଧ ଶିକ୍ଷା ଅନୁଷ୍ଠାନ। 1936 ମସିହାରେ ଆରମ୍ଭ ହୋଇଥିବା ଏହି ବିଶ୍ୱବ୍ୟାପୀ ଆଧ୍ୟାତ୍ମିକ ଆନ୍ଦୋଳନ ବର୍ତମାନ ପୃଥିବୀର 5 ଟି ମହାଦେଶର 137 ଟି ଦେଶରେ ବ୍ୟାପକ। ଏହି ଶିକ୍ଷା ଅନୁଷ୍ଠାନ ମାନବ ଜାତିର ସକାରାତ୍ମକ ବ୍ୟକ୍ତିଗତ ପରିବର୍ତ୍ତନ ଏବଂ ବିଶ୍ୱ ନବୀକରଣ ପାଇଁ ସମର୍ପିତ ରୂପେ କାର୍ଯ୍ୟରତ | ତା ସହିତ ମିଳିତ ଜାତିସଂଘର ଲୋକସମ୍ପର୍କ ବିଭାଗ ସହିତ ଜଡିତ ହୋଇ ଏକ ଆନ୍ତର୍ଜାତୀୟ ଏନଜିଓ ଭାବରେ ମଧ୍ୟ କାର୍ଯ୍ୟରତ।।
ଶ୍ରୋତାବନ୍ଧୁ ସହଜ ରାଜଯୋଗ ଶିକ୍ଷା ବିଷୟରେ ଅଧିକ ଜାଣିବା ପାଇଁ ନିଜ ନିକଟସ୍ଥ ସେବାକେନ୍ଦ୍ରକୂ ସମ୍ପର୍କ କରି ପାରିବେ। ନିକଟସ୍ଥ ସେବାକେନ୍ଦ୍ରର ଠିକଣା ଜାଣିବା ପାଇଁ ନିମ୍ନ ଲିଙ୍କକୁ ଯାଇ ନିଜ ସହରର ନାଁ ଖୋଜି ପାରିବେ | https://www.brahmakumaris.com/centers/
L'application Radio Amrutavani est créée par les centres Brahma Kumaris Odisha pour l'élévation spirituelle des habitants d'Odisha. Les auditeurs de cette application peuvent enrichir leur vie de valeurs spirituelles en écoutant chaque jour des leçons de méditation Raja Yoga simples, des discours spirituels, des talk-shows sur les valeurs, des séances de questions-réponses et de magnifiques programmes de chansons positives. Les auditeurs peuvent envoyer leurs enregistrements en contactant le numéro WhatsApp d'Amritani 9414152625 pour participer au programme Amritani Radio.
Brahma Kumaris est une institution d'éducation aux valeurs internationales dirigée par des femmes. Ce mouvement spirituel mondial, qui a débuté en 1936, est aujourd'hui répandu dans 137 pays sur les 5 continents. Cet institut éducatif travaille également en tant qu'ONG internationale en association avec le Département des affaires publiques des Nations Unies, dédiée à la transformation personnelle positive de la race humaine et à la transformation positive du monde.
Les étudiants peuvent contacter nos centres de méditation les plus proches pour en savoir plus sur la méditation Raja Yoga. Pour connaître l'adresse du centre de service le plus proche, vous pouvez aller sur le lien ci-dessous et rechercher le nom de votre ville https://www.brahmakumaris.com/centers/
Date de mise à jour
26 févr. 2023