ରେଡିଓ ଅମୃତବାଣୀ ଆପ୍ ବ୍ରହ୍ମାକୁମାରୀ ଓଡ଼ିଶା ସେବାକେନ୍ଦ୍ର ସମୂହ ଦ୍ବାରା ଓଡ଼ିଶାବାସୀଙ୍କର ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ତିଆରି ତିଆରି ଏହି ଆପ୍ ର ଶ୍ରୋତା ପ୍ରତିଦିନ ସହଜ ରାଜଯୋଗ ଧ୍ୟାନ ଧ୍ୟାନ, ଆଧ୍ୟାତ୍ମିକ ପ୍ରବଚନ, ମୂଲ୍ୟବୋଧ ଟକ୍ ଶୋ, ପ୍ରଶ୍ନୋତ୍ତର ଏବଂ ସୁନ୍ଦର ସକାରାତ୍ମକ ଗୀତ କାର୍ଯକ୍ରମ ଶୁଣି ନିଜ ଜୀବନକୁ ମୂଲ୍ୟବୋଧ ମୂଲ୍ୟବୋଧ ରେ ଭରପୁର ପାରିବେ ପାରିବେ ଶ୍ରୋତାବନ୍ଧୁ ମାନେ ଅମୃତବାଣୀ ରେଡିଓ କାର୍ଯକ୍ରମରେ ଭାଗ ନେବା ପାଇଁ ଅମୃତବାଣୀର ହ୍ଵାଟସଆପ୍ ହ୍ଵାଟସଆପ୍ ନମ୍ବର 9414152625 ରେ ସମ୍ପର୍କ କରି ନିଜ ରେକର୍ଡିଂ ପଠେଇ
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବ ବିଦ୍ୟାଳୟ ମହିଳାମାନଙ୍କ ନେତୃତ୍ବ ରେ ସଂଚାଳିତ ଏକ ଅନ୍ତରାଷ୍ଟ୍ରୀୟ ମୂଲ୍ୟବୋଧ ଶିକ୍ଷା ଶିକ୍ଷା 1936 ମସିହାରେ ଆରମ୍ଭ ହୋଇଥିବା ଏହି ବିଶ୍ୱବ୍ୟାପୀ ଆଧ୍ୟାତ୍ମିକ ଆନ୍ଦୋଳନ ବର୍ତମାନ ବର୍ତମାନ 5 ଟି ମହାଦେଶର 137 ଟି ଦେଶରେ ବ୍ୟାପକ ଏହି ଶିକ୍ଷା ଅନୁଷ୍ଠାନ ମାନବ ଜାତିର ସକାରାତ୍ମକ ବ୍ୟକ୍ତିଗତ ପରିବର୍ତ୍ତନ ଏବଂ ଏବଂ ବିଶ୍ୱ ନବୀକରଣ ପାଇଁ ସମର୍ପିତ ରୂପେ କାର୍ଯ୍ୟରତ କାର୍ଯ୍ୟରତ ତା ସହିତ ମିଳିତ ଜାତିସଂଘର ଲୋକସମ୍ପର୍କ ବିଭାଗ ସହିତ ଜଡିତ ହୋଇ ଏକ ଆନ୍ତର୍ଜାତୀୟ ଏନଜିଓ ଭାବରେ ମଧ୍ୟ କାର୍ଯ୍ୟରତ।
ଶ୍ରୋତାବନ୍ଧୁ ସହଜ ରାଜଯୋଗ ଶିକ୍ଷା ବିଷୟରେ ଅଧିକ ଜାଣିବା ପାଇଁ ନିଜ ନିକଟସ୍ଥ ସେବାକେନ୍ଦ୍ରକୂ ସମ୍ପର୍କ କରି କରି ନିକଟସ୍ଥ ସେବାକେନ୍ଦ୍ରର ଠିକଣା ଜାଣିବା ପାଇଁ ନିମ୍ନ ନିମ୍ନ ଯାଇ ଯାଇ ନିଜ ସହରର ନାଁ ଖୋଜି ପାରିବେ | https://www.brahmakumaris.com/centers/
A aplicación Radio Amrutavani foi creada polos centros Brahma Kumaris Odisha para a elevación espiritual da xente de Odisha. Os oíntes desta aplicación poden enriquecer as súas vidas con valores espirituais escoitando fáciles leccións de meditación de Raja Yoga, discursos espirituais, charlas sobre valores, sesións de preguntas e respostas e fermosos programas de cancións positivas todos os días. Os oíntes poden enviar as súas gravacións contactando co número de WhatsApp de Amritani 9414152625 para participar no programa de Amritani Radio.
Brahma Kumaris é unha institución internacional de educación en valores dirixida por mulleres. Este movemento espiritual mundial, que comezou en 1936, está agora estendido en 137 países dos 5 continentes. Este instituto educativo tamén está a traballar como unha ONG internacional en asociación co Departamento de Asuntos Públicos das Nacións Unidas, dedicada á transformación persoal positiva da raza humana e á transformación positiva do mundo.
Os estudantes poden contactar cos nosos centros de meditación máis próximos para saber máis sobre a meditación Raja Yoga. Para coñecer o enderezo do centro de servizos máis próximo, podes ir á seguinte ligazón e buscar o nome da túa cidade https://www.brahmakumaris.com/centers/
Última actualización
26 de feb. de 2023